www.samajalive.in
Tuesday, December 9, 2025
23.1 C
Bhubaneswar

କୋଭିଡ ସଂକ୍ରମିତ ଥିଲେ ବି କରିହେବ ଅସ୍ତ୍ରୋପଚାର

କୋଭିଡ ପଜିଟିଭ ଥିଲେ ବି ଜରୁରୀ ଅସ୍ତ୍ରୋପଚାର କରାଯାଇପାରିବ। ପୂର୍ବରୁ ଏ ନେଇ ବାରଣ ଥିଲା। ନୂଆ ଗବେଷଣା ଅନୁସାରେ ଅନୁମତି ଦିଆଯାଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରୱାଲା ସୂଚନା ଦେଇଛନ୍ତି। ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ପକ୍ଷରୁ କରାଯାଇଥିବା ଗବେଷଣା ଅନୁସାରେ କୋଭିଡ ଆକ୍ରାନ୍ତ ହୋଇଥିବା ରୋଗୀଙ୍କୁ ମଧ୍ୟ ଅସ୍ତ୍ରୋପଚାର କରାଯାଇପାରିବ। ପୂର୍ବରୁ କୋଭିଡ ସଂକ୍ରମିତ ରୋଗୀଙ୍କୁ ଅସ୍ତ୍ରୋପଚାର ପାଇଁ ବାରଣ କରାଯାଇଥିବାବେଳେ ନୂଆ ଗବେଷଣା ଅନୁସାରେ ଅସ୍ତ୍ରୋପଚାର ହୋଇପାରିବ। ତେଣୁ କୋଭିଡ ପଜିଟିଭ ଥିବା ରୋଗୀଙ୍କୁ ଜରୁରୀ ଅସ୍ତ୍ରୋପଚାର ପାଇଁ ଅନୁମତି ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରୱାଲା ପ୍ରକାଶ କରିଛନ୍ତି।

Hot this week

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

Related Articles

Popular Categories