www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଚାର ବେଳେ ମୁହାଁମୁହିଁ ହେଲେ ଅଖିଳେଶ-ପ୍ରିୟଙ୍କା

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଜମୁଛି ନିର୍ବାଚନ ତାତି । ଭୋଟରଙ୍କୁ ଆକୃଷ୍ଟ କରିବାକୁ ମୈଦାନରେ ହିଭିିୱେଟ୍‍ ନେତା । ନିର୍ବାଚନ ପାଇଁ ରୋଡ୍‍ ସୋ’ କରୁଛନ୍ତି ସମସ୍ତ ପ୍ରାର୍ଥୀ । ତେବେ ଉତ୍ତରପ୍ରଦେଶର ବୁଲନ୍ଦଶହର ରୋଡ୍ ସୋ’ ବେଳେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଓ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ମୁହାଁମୁହିଁ ହୋଇଛନ୍ତି । ଅଖିଳେଶ ରାଷ୍ଟ୍ରୀୟ ଲୋକ ଦଳ ମୁଖ୍ୟ ଜୟନ୍ତ ଚୌଧାରୀଙ୍କ ସହ ପ୍ରଚାର କରୁଥିବା ବେଳେ, ପ୍ରିୟଙ୍କାଙ୍କ ସହ ରୋଡ୍‍ ସୋ’ରେ ଦେଖିବାକୁ ମିଳିଛନ୍ତି । ପ୍ରଚାର ମୈଦାନରେ ଉଭୟ ଉଭୟଙ୍କ ମଧ୍ୟରେ ନମସ୍କାର କରୁଥିବା ନଜର ଆସିଛନ୍ତି । ପ୍ରଚାର ବେଳେ ଅଖିଳେଶଙ୍କୁ ଏକ ବସରେ ଦେଖିବାକୁ ମିଳିଥିବା ବେଳେ, ପ୍ରିୟଙ୍କା ଏକ ଖୋଲା ଗାଡ଼ିରେ ପ୍ରଚାର କରୁଥିଲେ ।

Hot this week

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

Related Articles

Popular Categories