www.samajalive.in
Sunday, December 14, 2025
26.1 C
Bhubaneswar

ଦିନିକିଆ ନିର୍ବାଚନ ତାଲିମ ଶିବିର

କଲ୍ୟାଣସିଂହପୁର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରଶାସନ ପକ୍ଷରୁ ଦିନିକିଆ ନିର୍ବାଚନ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ଦେବାଶିଷ କର, ବିଡ଼ିଓ ତଥା ନିର୍ବାଚନ ଅଧିକାରୀ ସୁଧାକର ରଇତ, ଅତିରିକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ବଳରାମ ପାତ୍ର, ପଞ୍ଚାୟତ ଅଧିକାରୀ ମାନସ ରଞ୍ଜନ ପ୍ରଧାନ, ବିପିଏମ କଳ୍ପତରୁ ବେହେରା ମଞ୍ଚାସୀନ ରହି ତାଲିମ ଦେଇଥିଲେ । ଚଳିତ ମାସ ୨୦ତାରିଖରେ ଉକ୍ତ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପଡିଥିବା ପ୍ରିଜାଇଡିଂ ଅଧିକାରୀ, ପ୍ରଥମ ପୁଲିଙ୍ଗ ଅଧିକାରୀ ମୋଟ ୨୦୨ ଜଣ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ତାଲିମ ପ୍ରଦାନ କରାଯାଇଛି । ନିର୍ବାଚନ ଆଚରଣ ବିଧି ଅନୁସାରେ କିପରି ବେଲେଟ ପେପର ଗଣତି, ବେଲେଟ ବକ୍ସ କିପରି ସିଲ କରାଯିବ, ସ୍ୱଚ୍ଛତା ଏବଂ ଦାୟିତ୍ୱ ସହ ନିର୍ବାଚନ ପରିଚାଳନା କିପରି କରିବେ ବୁଝାଯାଇଥିଲା ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories