www.samajalive.in
Monday, December 8, 2025
20.1 C
Bhubaneswar

ଖାଇକୁ ଜିପ୍‍ ଖସି ୮ ମୃତ

କାଠମାଣ୍ଡୁ : ମଧ୍ୟ-ପଶ୍ଚିମ ନେପାଳର ପିଉଥାନ ଜିଲାରେ ଆଜି ସକାଳେ ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ପାହାଡ ଉପରୁ ଗୋଟିଏ ଜିପ୍‍ ଖାଇରେ ଖସି ପଡିବା ପରେ ଆଠ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ଛଅ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ହସ୍ପିଟାଲରେ ନେବା ବାଟରେ ହୋଇଥିବା ନେଇ ଖବର ମିଳିଛି। ଯାତ୍ରୀମାନେ ଏକ ବିବାହ ସମାରୋହରୁ ଫେରିବା ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ନେଇ ସୂଚନା ମିଳିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories