www.samajalive.in
Monday, December 8, 2025
24.1 C
Bhubaneswar

ଲତା ମଙ୍ଗେସକରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍‍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି କି ,ଲତା ମଙ୍ଗେସକରଙ୍କ ପରଲେକ କଥା ଜାଣି ମୁଁ ବହତୁ ଦୁଃଖିତ । ସେ ସାର ଦେଶର ସୁର ସମ୍ରାଜ୍ଞୀ ଥିଲେ । ତାଙ୍କ ପରଲୋକ ଯୋଗୁ ସଂଗୀତ ଜଗତରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ସେ ସବୁଦିନ ପାଇଁ ଗୀତ ମାଧ୍ୟମରେ ଅମର ରହିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories