www.samajalive.in
Saturday, December 13, 2025
26.1 C
Bhubaneswar

୧୪ରୁ ଖୋଲିବ ପ୍ଲେ ସ୍କୁଲ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଘରୋଇ ପ୍ଲେ ସ୍କୁଲ ଓ କେଜି ଶ୍ରେଣୀ ଖୋଲିବାକୁ ଅନୁମତି ଦିଆଯାଇଛି। ଫେବୃଆରୀ ୧୪ ତାରିଖରୁ ପ୍ଲେ ସ୍କୁଲ ଖୋଲିବାକୁ ଅନୁମତି ଯାଇଥିବା ରାଜ୍ୟ ସରକାର ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି। ସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀ କରୋନା ଟୀକା ନେଇଥିବା ବାଧ୍ୟତାମୂଳକ ବୋଲି କୁହାଯାଇଛି। ସେହିପରି ଶିକ୍ଷକ, ଅଣଶିକ୍ଷକ, ସପୋର୍ଟ ଷ୍ଟାଫ କରୋନା ଟୀକାର ଡବଲ ଡୋଜ ନେଇଥିବା ଜରୁରୀ ବୋଲି ରାଜ୍ୟ ସରକାର ନିର୍ଦେଶ ଦେଇଛନ୍ତି। ପୂର୍ବରୁ ଫେବୃଆରୀ ୧୪ରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories