www.samajalive.in
Friday, December 12, 2025
16.1 C
Bhubaneswar

୯୦ ଲିଟର ମଦ ଜବତ, ୩ ଗିରଫ

ଚୌଦ୍ୱାର : ଚୌଦ୍ୱାର ପୁଲିସ ପୃଥକ ଭାବେ ବିଭିନ୍ନ ସ୍ଥାନରେ ଚଢ଼ଉ କରି ୯୦ ଲିଟର ବେଆଇନ ଦେଶୀ ମଦ ଜବତ କରିବା ସହିତ ମଦବିକ୍ରି ଅଭିଯୋଗରେ ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଗ୍ରାହାଟ ପରିଡ଼ା ସାହିର ସନାତନ ମଲ୍ଲିକ ଏବଂ ଗୌତମ ବାରିକ ଓ ଶାଳଗାଁ ଭୈରିପୁରର ଦିଲ୍ଲିପ ସାହୁ। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷିରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ମଦ୍ୟପାନ ଓ ମଦ ବିକ୍ରିକୁ ରୋକିବା ପାଇଁ ପୁଲିସ୍ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରୀ ରଖିଥିବାବେଳେ ଆଗ୍ରାହାଟ ଓ ଶାଳଗାଁରେ ମଦବିକ୍ରି ଚାଲିଥିବା ବିଶେଷ ସୁତ୍ରରୁ ଖବର ପାଇ ଉକ୍ତ ସ୍ଥାନରେ ପୁଲିସ ଚଢ଼ଉ କରିଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories