www.samajalive.in
Monday, December 8, 2025
27.1 C
Bhubaneswar

ଭିଜିଲାନ୍ସ ଜାଲରେ କନ୍ଧମାଳ କ. ନୂଆଗାଁ ଫରେଷ୍ଟ ରେଞ୍ଜର ଅଫିସର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନ୍ଧମାଳ କ. ନୂଆଗାଁ ଫରେଷ୍ଟ ରେଞ୍ଜର ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରୁଛି ଭିଜିଲାନ୍ସ । ଭିଜିଲାନ୍ସ ଟିମ୍‍ ପକ୍ଷରୁ ଅଫିସର ବୈରାଗୀ ଚରଣ ବେହେରାଙ୍କ ଘରେ ଚଢ଼ାଉ ଚାଲିଛି । ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ  । କ.ନୂଆଗାଁ ସରକାରୀ ବାସଭବନ ଓ ଅଫିସ ସହ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ଚଢ଼ାଉ ଜାରି ରହିଛି । ଗଞ୍ଜାମ ଗାଙ୍ଗପୁରରେ ଥିବା ୨ ସମ୍ପର୍କୀୟ ଘରେ ମଧ୍ୟ ଚଢ଼ାଉ ଚାଲିଛି । ଚଢ଼ାଉରେ ନିୟୋଜିତ ଅଛନ୍ତି ୪ଜଣ ଡିଏସପି ଓ ୭ଜଣ ଇନ୍ସପେକ୍ଟର ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories