www.samajalive.in
Monday, December 15, 2025
24.1 C
Bhubaneswar

୨୮ରୁ ସ୍କୁଲକୁ ଆସିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା

ଭୁବନେଶ୍ବର: ବଦଳିଲା ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି । ଆସନ୍ତା ୧୪ରୁ ଖୋଲିବନି ପ୍ରଥମରୁ ସପ୍ତମ ଶ୍ରେଣୀ ବିଦ୍ୟାଳୟ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ଫେବୃଆରୀ ୨୮ ତାରିଖରୁ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ଯଦି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ୧୪ରେ ସ୍କୁଲ ଖୋଲିବ, କିନ୍ତୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ସ୍କୁଲକୁ ପାଠ ପଢ଼ିବା ପାଇଁ ଫେବୃଆରୀ ୨୮ରୁ ଆସିବେ ବୋଲି କୁହାଯାଇଛି।

play school

- Advertisement -

 

୧୪ରେ ସ୍କୁଲ ଖୋଲିଲେ ବି ୨୮ରୁ ସ୍କୁଲ ଆସିବେ ପିଲା। ଫେବୃଆରୀ ୨୮ରୁ ସ୍କୁଲରେ ଆରମ୍ଭ ହେବ ଫିଜିକାଲ କ୍ଲାସ। ୨୮ ପର୍ଯ୍ୟନ୍ତ ପିଲାମାନେ ଘରେ ରହି ଅନଲାଇନ କ୍ଲାସ କରିବେ। ପୂର୍ବ ନିଦ୍ଧାରିତ ତାରିଖ ଅନୁଯାୟୀ ୧୪ରୁ ସ୍କୁଲ ଖୋଲିବ। ୧୪ ତାରିଖରୁ ସ୍କୁଲକୁ ଶିକ୍ଷକ ଓ କର୍ମଚାରୀମାନେ ଆସିବେ। ୧୪ରୁ ସ୍କୁଲକୁ ଆସି ସଫେଇ କାର୍ଯ୍ୟ ତଦାରଖ କରିବେ। ଏ ନେଇ ସବୁ ଜିଲାପାଳ ଓ ଡିଇଓମାନଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଚିଠି ଲେଖିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories