www.samajalive.in
Monday, December 15, 2025
16.1 C
Bhubaneswar

ଦେଶୀ ମଦ ଜବତ, ଅଭିଯୁକ୍ତ ଫେରାର୍‍

ରେଙ୍ଗାଲି: ରେଙ୍ଗାଲି ବ୍ଲକ ଠେଲକୋଲୋଇ ଥାନା ଅନ୍‍ର୍ଗତ ବମାଲୋଇ ପଞ୍ଚାୟତର ତିଲେଇମାଲ ଗ୍ରାମରେ ପୁଲିସ ଚଢଉ କରି ୪୦ ଲିିଟର ଦେଶୀ ମହୁଲି ମଦ ଜବତ କରିିବା ସହିତ ୨ କୁଇଣ୍ଟାଲ୍‍ ମହୁଲ ପୋଚ ନଷ୍ଟ କରି ମଦ ରନ୍ଧାରେ ବ୍ୟବହୃତ ସାମଗ୍ରୀ ଜବତ କରିଛି। ଏଥିରେ ସଂପୃକ୍ତ ଥିବା ଅଭିଯୁକ୍ତ ବ୍ରହ୍ମନନ୍ଦ ଓରାମ (୪୦) ପୁଲିସ ଚଢ଼ାଉର ସୁରାକ୍‍ ପାଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ବୋଲି ଠେଲକୁଲି ଆଇଆଇସି ବିଧୁଭୂଷଣ ମିଶ୍ର କହିଛନ୍ତି। ଅଭିଯୁକ୍ତକୁ ଧରିବା ପାଇଁ ତନାଘନା ଜାରି ରହିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories