www.samajalive.in
Monday, December 8, 2025
20.1 C
Bhubaneswar

ଦିନକରେ ୨୦ ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦ ଅତିକ୍ରମ କରୁଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଯାଜପୁରରୁ ସର୍ବାଧିକ ୪ ଜଣ, ଖୋର୍ଦ୍ଧା,ବାଲେଶ୍ୱର ଓ କେନ୍ଦ୍ରାପଡାରୁ ୩ ଲେଖାଏଁ, ମୟୁରଭଞ୍ଜରୁ ୨, ନବରଙ୍ଗପୁର ଓ କେନ୍ଦୁଝର ଜଣେ ଲେଖାଏଁ, ଜଗତସିଂହପୁର,କଟକ ଓ ଭଦ୍ରକରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୮୩୮ରେ ପହଞ୍ଚିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories