www.samajalive.in
Thursday, December 11, 2025
16.1 C
Bhubaneswar

ବିଜେଡି ଜିଲ୍ଲାପରିଷଦ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ଗୁରୁଡ଼ିଝାଟିଆ: କଟକ ଜିଲ୍ଲା ଟାଙ୍ଗି-ଚୌଦ୍ୱାର ବ୍ଲକର ୧୧ ନଂ ଜୋନର ବିଜେଡି ଜିଲ୍ଲାପରିଷଦ ପ୍ରାର୍ଥୀନୀ ଜୋସ୍ନାରାଣୀ ସୁବୁଦ୍ଧିରାୟ କଖଡି ପଞ୍ଚାୟତରେ ମାରାଥନ ପ୍ରଚାର କରିଛନ୍ତି। ପ୍ରତ୍ୟେକ ଘରଘର ବୁଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ, ବିକାଶର କାର୍ଯ୍ୟଧାରା ଓ ଓଡ଼ିଶାକୁ ୧ନଂ କରିବାର ସଂକଳ୍ପବଦ୍ଧତା ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦେଇ ରାଜ୍ୟ ପ୍ରଗତିରେ ସାମିଲ ହେବା ପାଇଁ ନିବେଦନ କରିଥିେଲ। ଶ୍ରୀମତୀ ସୁବୁଦ୍ଧିରାୟଙ୍କ ସହିତ କଖଡି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀନି କଳ୍ପନା ଛତାର, ସମିତିସଭ୍ୟା ପ୍ରାର୍ଥୀନି ତଅପୋଇ ବେଦାନ୍ତ ମଧ୍ୟ ଘରଘର ବୁଲି ଭୋଟଭିକ୍ଷା କରିଥିଲେ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories