www.samajalive.in
Sunday, December 7, 2025
18.1 C
Bhubaneswar

ଡମ୍ବରୁଧର କ୍ଲବ ପକ୍ଷରୁ ରକ୍ତଦାନ ଶିବିର

ବଣାଇ: ବଣାଇଗଡ଼ ବ୍ଲକ ଅନ୍ତଗର୍ତ ପାଣ୍ଡୁରିଶିଳା ଗ୍ରାମରେ ଡମ୍ବରୁଧର କ୍ଲବ ପକ୍ଷରୁ ରବିବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହାକୁ ବଣାଇ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଭୋଳେଶ୍ବର ପ୍ରଧାନ ମୁଖ୍ୟ ଅତିଥି, ସମାଜ ସେବୀ ଗିରିଧାରୀ ନନ୍ଦ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ କ୍ଲବ ପକ୍ଷରୁ ୨୫ ଜଣ ରକ୍ତଦାତା ରକ୍ତଦାନ କରିଥିଲେ।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories