www.samajalive.in
Friday, December 12, 2025
14.1 C
Bhubaneswar

ପୁଲୱାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ସାକ୍ଷୀଗୋପାଳ :  ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ୱାର ସମ୍ମୁଖରେ ସୋମବାର​‌ ପୁଲୱାମା ସହିଦମାନଙ୍କୁ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରା ଯାଇଛି। ଜଗଦୀଶ ବିଶ୍ବାଳ, ଚନ୍ଦନ ଘଟୁଆରୀ, ରାଜେଶ ବେହେରା, ଆଲୋକ ବେହେରା, ପ୍ରକାଶ ପରିଡା, ଅଭିଷେକ ବେହେରା, ସୁଜିତ ପ୍ରଧାନ, ସତ୍ୟ ରଂଜନ ସ୍ବାଇଁ ପୁଲୱାମା ସହିଦଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ଫଟୋଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories