www.samajalive.in
Wednesday, December 10, 2025
16.1 C
Bhubaneswar

ପିଏସଏଲଭି ସି-୫୨ର ସଫଳ ଉତକ୍ଷେପଣ : ମହାକାଶ ବିଜ୍ଞାନୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ପିଏସଏଲଭି ସି-୫୨ମିଶନର ସଫଳ ଉତକ୍ଷେପଣ ପାଇଁ ଭାରତୀୟ ମହାକାଶ ବିଜ୍ଞାନୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ ପିଏସଏଲଭି ସି-୫୨ ମିଶନର ସଫଳ ଉତକ୍ଷେପଣ ପାଇଁ ଆମର ମହାକାଶ ବିଜ୍ଞାନୀମାନଙ୍କୁ ଅଭିନନ୍ଦନ । ଇଓଏସ-୦୪  ଉପଗ୍ରହ ସମସ୍ତ ପ୍ରକାର ପାଣିପାଗ ପରିସ୍ଥିତିରେ କୃଷି, ଜଙ୍ଗଲ ଏବଂ ବୃକ୍ଷରୋପଣ, ମୃତ୍ତିକାର ଆର୍ଦ୍ରତା ଏବଂ ଜଳର ବୈଜ୍ଞାନିକ ବିଶ୍ଳେଷଣ ତଥା ବନ୍ୟା ଆକଳନ ପାଇଁ ଉଚ୍ଚ ମାନର ଚିତ୍ର ପ୍ରଦାନ କରିବ ।”

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories