www.samajalive.in
Monday, December 8, 2025
24.1 C
Bhubaneswar

ମତଦାନ କେନ୍ଦ୍ରରୁ ଭୋଟ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ

ବ୍ରହ୍ମଗିରି: ବ୍ରହ୍ମଗିରି ବ୍ଲକ ଚାପମାଣିକ ପଞ୍ଚାୟତ କାଶୀଝରିଆ ଗାଁର ୯ ନମ୍ବର ବୁଥରେ ମତଦାନ ଚାଲିଥିବାବେଳେ କିଛି ଦୁର୍ବୃତ୍ତ ହଠାତ ମତଦାନ କେନ୍ଦ୍ର ଭିତରେ ପଶି ଭୋଟ ବାକ୍ସ ଉଠାଇ ନେଇଛନ୍ତି। ଭୋଟ ବାକ୍ସକୁ ନେଇ ଜଙ୍ଗଲ ଭିତରକୁ ପଳାଇଛନ୍ତି ଦୁର୍ବୃତ୍ତ। ପୁରୀ ସଦର ଏସଡିପିଓଙ୍କ ସହିତ ପୁଲିସ ଫୋର୍ସ ପହଞ୍ଚି ଜଙ୍ଗଲ ଭିତରେ ଭୋଟ ବାକ୍ସ ଖୋଜାଖୋଜି କରୁଥିବା ସୂଚନା ମିଳିଛି। ବର୍ତ୍ତମାନ ସେଠାରେ ମତଦାନ ବନ୍ଦ ରହିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories