www.samajalive.in
Monday, December 8, 2025
27.1 C
Bhubaneswar

ପଞ୍ଚାୟତ ନିର୍ବାଚନ ; ଦିନ ୧୧ଟା ସୁଦ୍ଧା ୩୦ ପ୍ରତିଶତ ମତଦାନ

ଭୁବନେଶ୍ୱର : ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ର ମତଦାନ ପ୍ରକ୍ରିିୟା ଆରମ୍ଭ ହେବା ପରେ ବର୍ତ୍ତମାନ ମତଦାନ ଚାଲିଛି। ଦିନ ୧୧ ସୁଦ୍ଧା ରାଜ୍ୟରେ ୩୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ଏହି ସୂଚନା ଦେଇଛନ୍ତି। ଏହାସହ ଦିନ ୧ଟା ଯାଏଁ ଯେଉଁମ।।ନେ ବୁଥ ଭିତରେ ଥିବେ ସେମାନଙ୍କୁ ଭୋଟ ଦେବାକୁ ସୁଯୋଗ ଦିଆଯିବ।
ଆଜି ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ ଜିଲାର ୭୧ଟି ବ୍ଲକର ୧୬୬୯ଟି ଗ୍ରାମପଞ୍ଚାୟତର ୬୭ ଲକ୍ଷ ୫୧ ହଜାର ମତଦାତା ୨୨୩୭୯ଟି ବୁଥରେ ସେମାନଙ୍କର ସରପଞ୍ଚ,ସମିତି ସଭ୍ୟ, ୱାର୍ଡ ମେମ୍ବର ଏବଂ ଜିଲା ପରିଷଦ ସଭ୍ୟଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ପୂର୍ବାହ୍ନ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ପ୍ରକ୍ରିୟା ଅପରାହ୍ନ ୧ଟା ଯାଏଁ ଜାରି ରହିବ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories