www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଆଉ ୩୦,୭୫୭ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ଦେଶରେ ମାତ୍ର ୩୦ ହଜାର ଉପରେ କରୋନା ଦୈନିକ ମାମଲା ରହିଛି । ଗୋଟିଏ ଦିନରେ ଆଉ ୩୦,୭୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ୬୭,୫୩୮ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ଆଉ ୫୪୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୩,୩୨,୯୧୮ ରହିଛି । ଦୈନିକ ପଜିଟିଭିଟି ହାର ୨.୬୧%କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି । ସାରା ଭାରତରେ ଏଯାଏ ୧,୭୪,୨୪,୩୬,୨୮୮ କୋଟି ଲୋକଙ୍କ ଟିକାକରଣ ହୋଇଛି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories