www.samajalive.in
Monday, December 8, 2025
24.1 C
Bhubaneswar

ବେଗୁନିଆ ଭୋଟ କେନ୍ଦ୍ରରେ ପହଞ୍ଚିଲେ ପୋଲିଂ ପାର୍ଟି 

ବେଗୁନିଆ : ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆସନ୍ତା ୧୮ ତାରିଖ ଦିନ ବେଗୁନିଆ ବ୍ଲକରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ଏହି ବ୍ଲକ ର ୨୧ ଟି ପଞ୍ଚାୟତ ରେ ୩୩୨ ଟି ମତଦାନ କେନ୍ଦ୍ର ରହିଛି ।ଏଥିରେ ନିୟୋଜିତ ସମସ୍ତ ଅଧିକାରୀମାନଙ୍କୁ ବେଗୁନିଆସ୍ଥିତ ବେଗୁନିଆ ମହାବିଦ୍ୟାଳୟଠାରୁ ଭୋଟ ଗ୍ରହଣର ଆନୁଷଙ୍ଗିକ କାଗଜ ପତ୍ର ପ୍ରଦାନ କରାଯାଇସେମାନଙ୍କୁ ସମ୍ପୃକ୍ତ ଭୋଟ କେନ୍ଦ୍ରରେ ପଂହଚାଇ ଦିଆ ଯାଇଛି ।ନିର୍ବାଚନ କାର୍ଯ୍ୟ କିପରି ଶାନ୍ତି ଶୃଙ୍ଖଳାର ସହ ଶେଷ କରାଯିବ ସେଥିପ୍ରତି ନଜର ରଖାଯାଇଛି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories