www.samajalive.in
Friday, December 12, 2025
23.1 C
Bhubaneswar

ଆଦର୍ଶ ଆଚରଣବିଧି ଉଲଙ୍ଘନକାରୀଙ୍କ ବିରୋଧରେ ପଦକ୍ଷେପ ନିଅନ୍ତୁ ରାଜ୍ୟ ନିର୍ବାଚନ ଆୟୋଗ

ଭୁବନେଶ୍ୱର : ଜଟଣୀ, ଖୋର୍ଦ୍ଧା ଏବଂ ରାଜ୍ୟର ଅନ୍ୟ ଅଞ୍ଚଳ ନିର୍ବାଚନ ଆରଣ ବିଧି ଉଲ୍ଲଙ୍ଘନ ହେଉଥିବା ଦେଖିବାକୁ ମିଳୁଛି । ନିର୍ବାଚନ ଆଚରଣବିଧି ଉଲଙ୍ଘନ କରୁଥିବା ଥିବା ବ୍ୟକ୍ତିଙ୍କ ବିରୋଧରେ ରାଜ୍ୟ ନିର୍ବାଚନ ଆୟୋଗ ଦୃଢ କାର୍ଯ୍ୟାନୁଷ୍ଠଶନ ଗ୍ରହଣ କରନ୍ତୁ ବୋଲି ବୋଲି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ପ୍ରକାଶ କରିଛନ୍ତି।

 

- Advertisement -

ଝାରସୁଗୁଡ଼ା, କୃଷ୍ଣପ୍ରସାଦ, ବ୍ରହ୍ମଗିରି, କଣାସ ବ୍ଲକ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ଭୋଟ ଅପହରଣ କରିବା ପାଇଁବୋମାମାଡ଼, ଫାର୍ସାମାଡ଼ ଆଦି ହିଂସାକାଣ୍ଡ ଭିଆଇବା ଦେଖିବାକୁ ମିଳିଛି। ହିଂସାକାଣ୍ଡ ଭିଆଇଥିବା ବ୍ୟକ୍ତିଙ୍କ ବିରୋଧରେ  କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ସେହିପରି ଅନେକ ବ୍ୟକ୍ତି ନିର୍ବାଚନ ଆୟୋଗ ପକ୍ଷରୁ ଜାରି କରାଯାଇଥିବା ଆଦର୍ଶ ଆଚାରଣବିଧିକୁ ଉଲ୍ଲଙ୍ଘନ କରୁଛନ୍ତି। ତେଣୁ ଆଚରଣବିଧି ଉଲଙ୍ଘନକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଶ୍ରୀ ରାଉତରାୟ ନିର୍ବାଚନ ଆୟୋଗଙ୍କୁ ନିବେଦନ କରିଛନ୍ତି।

Hot this week

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

Related Articles

Popular Categories