www.samajalive.in
Tuesday, December 9, 2025
23.1 C
Bhubaneswar

ଦ୍ବିତୀୟ ପର୍ଯ୍ୟାୟରେ ମତଦାନ ୭୧%

ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇ କହିଛନ୍ତି ଯେ ପ୍ରାରମ୍ଭିକ ଆକଳନ ଅନୁସାରେ ପ୍ରାୟ ୭୧% ମତଦାନ ହୋଇଛି। ଚୂଡ଼ାନ୍ତ ସଂଖ୍ୟା ଆସିଲେ ମତଦାନ ସଂଖ୍ୟା ବଢ଼ିପାରେ। କାଁଭାଁ ଘଟଣାକୁ ଛାଡ଼ିଦେଲେ ନିର୍ବାଚନ ଶାନ୍ତିପୂର୍ଣ୍ଣ ହୋଇଛି। ଯାଜପୁର, ଜଗତସିଂହପୁରର କିଛି ସ୍ଥାନରେ ବାଧା ଉପୁଜିବା ଖବର ଆସିଛି। ବାଲାଟପେପର ତୃଟି ପାଇଁ ୨/୩ଟି ଜାଗାରେ ପୁନଃଭୋଟ ଆବଶ୍ୟକ ପଡ଼ିପାରେ। ଏ ନେଇ ଜିଲାପାଳମାନଙ୍କଠାରୁ ରିପୋର୍ଟ ଆସିଲେ ପଦକ୍ଷେପ ନିଆଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ି ପ୍ରକାଶ କରିଛନ୍ତି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories