www.samajalive.in
Friday, December 12, 2025
26.1 C
Bhubaneswar

୨୩ରେ ବାଧାପ୍ରାପ୍ତ ବୁଥରେ ସାନି ମତଦାନ

ଭୁବନେଶ୍ବର: ରାଜ୍ୟରେ ଅନୁଷ୍ଠିତ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ୪୫ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ତେଣୁ ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ବାଧାପ୍ରାପ୍ତ ମତଦାନ ୨୩ରେ ହେବ। ୨୩ ତାରିଖରେ ସାନି ମତଦାନ ନେଇ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ୨୩ ତାରିଖ ସକାଳ ୯ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ବାଧାପ୍ରାପ୍ତ ବୁଥରେ ସାନି ମତଦାନ ହେବ। ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ଦ୍ବିତୀୟ ପର୍ଯ୍ୟାୟରେ ୨୦ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା ବୋଲି ରାଜ୍ୟ ନିର୍ବାଚନ ଆୟୋଗ ପ୍ରକାଶ କରିଛନ୍ତି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories