www.samajalive.in
Sunday, December 7, 2025
14.1 C
Bhubaneswar

ଗୁଡଭେଲାରେ ୧୦ଟା ୩୦ ସୁଦ୍ଧା ୫୦ ପ୍ରତିଶତ ମତଦାନ

ଗୁଡଭେଲା: ଗୁଡଭେଲା ପଞ୍ଚାୟତ ସମିତିରେ ଚତୁର୍ଥ ପର୍ଯ୍ୟାୟରେ ମତଦାନ ଜାରି ରହିଛି। ବ୍ଳକର ୧୩ଟି ପଞ୍ଚାୟତର ୧୫୧ଟି ବୁଥରେ ଦିନ ୧୦ଟା ୩୦ ସୁଦ୍ଧା ୫୦ ପ୍ରତିଶତ ମତଦାନ ହୋଇଥିବା ବ୍ଳକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ୨୬୦ ମୋଟ ପ୍ରାର୍ଥୀ ପାଇଁ ୩୭୩୫୫ ଭୋଟର୍ ମତଦାନ ସାବ୍ୟସ୍ତ କରିବେ । ଗମ୍ଭାରିଗୁଡା ପଞ୍ଚାୟତକୁ ମାଓ ଇଲାକା ଭାବେ ଚିହ୍ନଟ କରାଯାଇଛି । ଶାନ୍ତିଶୃଙ୍ଖଳା ପାଇଁ ବିପୁଳ ପରିମାଣରେ ପୁଲିସ କର୍ମଚାରୀ ମୁତୟନ କରାଯାଇଛି ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories