www.samajalive.in
Sunday, December 7, 2025
23.1 C
Bhubaneswar

ତପସ୍ବିନୀଙ୍କୁ ମାସିକ ୧୦ ହଜାର ଦେବେ ସୁମିତ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ବ୍ରହ୍ମପୁର ସୁମିତ ତପସ୍ବିନୀ ପାରିବାରିକ ବିବାଦ ମାମଲା । ଆଜି ସୁମିତଙ୍କ ପକ୍ଷରୁ ଦିଆଯାଇଥିବା ମାସିକ ପାରିତୋଷିକ ହ୍ରାସ କରାଯାଇଛି । ମାସିକ ୧୭ ହଜାର ଟଙ୍କା ବଦଳରେ ୧୦ ହଜାର ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଅନ୍ୟତ୍ର ରହଣି ବ୍ୟବସ୍ଥା କରାଯାଉଥିବାରୁ ପରିତୋଷିକ ହ୍ରାସ ପାଇଁ ଅପିଲ ହୋଇଥିଲା । ଏନେଇ ଆଜି ହାଇକୋର୍ଟ ରାୟ ଶୁଣାଇଛନ୍ତି । ହାଇକୋର୍ଟଙ୍କ ଏହି ରାୟ ଯୋଗୁ ସୁମିତ ତପସ୍ବିନୀଙ୍କୁ ମାସିକ ୧୦ ହଜାର ଟଙ୍କା ଦେବେ । ଆଗରୁ ସୁମିତ ତପସ୍ବିନୀଙ୍କୁ ୧୭ ହଜାର ଟଙ୍କା ଦେବାକୁ ପଡ଼ୁଥିଲା । ତେବେ କୋର୍ଟ ତାଙ୍କ ରାୟରେ ଆହୁରି ମଧ୍ୟ କହିଛନ୍ତି ପରବର୍ତ୍ତୀ ଶୁଣାଣି ଯାଏ ଶାଶୁଘରେ ରହିବେ ତପସ୍ବିନୀ । ଅନ୍ୟତ୍ର କେଉଁ ସ୍ଥାନରେ ରହିବାକୁ କୁହାଯାଇ ନାହିଁ । ଏନେଇ ତପସ୍ବିନୀଙ୍କ ଓକିଲ ମାନସ ଚାନ୍ଦ ସୂଚନା ଦେଇଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories