www.samajalive.in
Monday, December 15, 2025
14.1 C
Bhubaneswar

ପିକକ୍ ସଂଗଠନ ପକ୍ଷରୁ ଦକ୍ଷତା ବିକାଶ ପ୍ରଶିକ୍ଷଣ

ପାଟଣା:ରାଜ୍ୟର ଅନ୍ୟତମ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପିକକ୍ ପକ୍ଷରୁ ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ତାଲିମ ଗୃହ ଠାରେ ସଂଗଠନର କ୍ଷେତ୍ର କର୍ମଚାରୀ ଓ ସ୍ବେଚ୍ଛାସେବୀମାନଙ୍କ ଦକ୍ଷତାବିକାଶ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ବିଶେଷ କରି ଶିଶୁ ଅଧିକାର, ଶିକ୍ଷା ଅଧିକାର କ୍ଷେତ୍ରରେ କାର୍ୟ୍ୟରତ କର୍ମଚାରୀ ଓ ସ୍ୱେଚ୍ଛାସେବୀ ମାନେ କିପରି ଅଧିକ ଦକ୍ଷତାର ସହ କାର୍ଯ୍ୟକରି ଆଶାରୁ ଅଧିକ ଲକ୍ଷ ପୂରଣ କରିପାରିବେ ସେ ସମ୍ପର୍କରେ ସଂଗଠନର କାର୍ୟ୍ୟନିର୍ବାହୀ ନିର୍ଦେଶିକା ଅନୁରାଧା ମହାନ୍ତି ଶିବିରାର୍ଥୀ ମାନଙ୍କୁ ସବିଶେଷ ତାଲିମ ପ୍ରଦାନ କରିଥିଲେ। ପ୍ରଶିକ୍ଷଣ ଶିବିରକୁ ପିକକର ବ୍ଲକ ସଂଯୋଜକ ସତ୍ୟନାରାୟଣ ମହାନ୍ତ ,ଦ୍ରୌପଦୀ ବେଜ ଓ ଅଜେନ୍ଦ୍ର ନାଏକ ପ୍ରମୁଖ ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories