www.samajalive.in
Sunday, December 14, 2025
14.1 C
Bhubaneswar

କଳାପଥରରେ ରାଜନୈତିକ ହିଂସା, ୨ ଗୁରୁତର

କଳାପଥର(ବାଙ୍କୀ): ତ୍ରି-ସ୍ତରୀୟ ପଂଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟରେ ବାଙ୍କୀ ନିର୍ବାଚନ ମଣ୍ଡଳୀର ବାଙ୍କୀ ୩ ଗୋଟିଜିଲ୍ଲା ପରିଷଦ ଆସନ ସମେତ ୨୦ ଗୋଟି ପଂଚାୟତରେ ଭୋଟ୍‍ଗ୍ରହଣ ଅନୁଷ୍ଠିତ ହୋଇଥିଲା। ତେବେ ଏହି ନିର୍ବାଚନକୁ ନେଇ କେତେକ ସ୍ଥାନରେ ନିର୍ବାଚନୀ ହିଂସା ସୃଷ୍ଟି ହୋଇଥିବା ଜଣାପଡ଼ିଛି। ବିଭିନ୍ନ ସ୍ଥାନରେ ଉଭୟ ବିଜେଡି ଓ କଂଗ୍ରେସ ସମର୍ଥକଙ୍କ ମଧ୍ୟରେ ମାରପିଟ ସହିତ ମାରଣାସ୍ତ୍ରରେ ଆକ୍ରମଣ ପ୍ରତି ଆକ୍ରମଣ ହୋଇଥିବା ଜଣାପଡ଼ିଛି। କଳାପଥର ଗ୍ରାମପଂଚାୟତରେ ମଧ୍ୟ ଉଭୟ ବିଜେଡି ଓ କଂଗ୍ରେସ ସମର୍ଥକଙ୍କ ମଧ୍ୟରେ ପ୍ରଥମେ କଥାକଟି ଓ ପରେ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିବା ବେଳେ ଘଟଣାରେ ୬ଜଣ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଗୁରୁତର ଥିବା ଜଣେ ଯୁବକଙ୍କୁ ଖୋର୍ଦ୍ଧା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories