www.samajalive.in
Wednesday, December 10, 2025
14.1 C
Bhubaneswar

ଦେଶରେ ଆଉ ୧୩,୧୬୬ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ବି ଦେଶରେ ୧୫ ହଜାର ତଳେ ରହିଛି ଦୈନିକ କରୋନା ସଂକ୍ରମଣ । ଗୋଟିଏ ଦିନରେ ଆଉ ୧୩,୧୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ଆଉ ୨୬,୯୮୮ କରୋନା ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୨,୪୬,୮୮୪ ଆକ୍ରାନ୍ତ । ସେହିପରି ଗତ ୨୪ ଘଣ୍ଟାରେ ଆଉ ୩୦୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୧୩,୨୨୬ ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୧,୩୪,୨୩୫ ରହିଛି । ଦୈନିକ ପଜିଟିଭିଟି ହାର ୧.୨୮% କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories