www.samajalive.in
Monday, December 8, 2025
14.1 C
Bhubaneswar

ୟୁପି : ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ରବିବାର ମତଦାନ

ଲକ୍ଷ୍ନୌ :  ଉତ୍ତରପ୍ରଦେଶର ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ରବିବାର(ଆସନ୍ତାକାଲି) ମତଦାନ ହେବ । ଏହି ପର୍ଯ୍ୟାୟରେ ୧୨ଟି ଜିଲ୍ଲାର ୬୧ଟି ନିର୍ବାଚନ ମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ । ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ବାରବଙ୍କୀ, ରାଏବରେଲୀ, ପ୍ରତାପଗଡ଼, କୁଶାମ୍ବୀ, ପ୍ରୟାଗରାଜ, ଅଯୋଧ୍ୟା, ଶ୍ରାବସ୍ତୀ, ବହରିଚ୍, ଗୋଣ୍ଡା, ସୁଲତାନପୁର, ଆମେଥୀ ଏବଂ ଚିତ୍ରକୁଟ ଆଦି ଜିଲ୍ଲାରେ ମତଦାନ ହେବ।

୬୧ଟି ନିର୍ବାଚନ ମଣ୍ଡଳୀରୁ ୬୯୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି । ସେଥି ମଧ୍ୟରୁ ୧୩ଟି ଆସନ ଅନୁସୂଚିତ ଜାତିର ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ରହିଛି । ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories