www.samajalive.in
Tuesday, December 9, 2025
26.1 C
Bhubaneswar

ୟୁକ୍ରେନରୁ ଭାରତ ଅଭିମୁଖେ ୨୧୯ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ : ୟୁକ୍ରେନରେ ଫସି ରହିଥିବା ଭାରତୀୟ ଛାତ୍ରଛାତ୍ରୀଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଛି। ୨୧୯ଜଣ ଭାରତୀୟ ଛାତ୍ରଛାତ୍ରୀଙ୍କୁ ରୋମାନିଆ ରାଜଧାନୀ ବୁଖାରେଷ୍ଟରୁ ନେଇ ଭାରତ ଅଭିମୁଖେ ଏୟାର ଇଣ୍ଡିଆ ବିମାନ ଯାତ୍ରା କରୁଛି । ଶନିବାର ରାତି ପ୍ରାୟ ୯ଟା ସୁଦ୍ଧା ଏହା ମୁମ୍ବଇ ଅର୍ନ୍ତଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ଆଶା କରାଯାଉଛି।

ଅନ୍ୟପକ୍ଷରେ  ଜାହୋନି ଦେଇ ୟୁକ୍ରେନରୁ ଆଉ ଏକ ବ୍ୟାଚ୍ ଭାରତୀୟ ଛାତ୍ର ହଙ୍ଗେରୀକୁ ପ୍ରବେଶ କରିଛନ୍ତି । ଏୟାର ଇଣ୍ଡିଆ ବିମାନ ଦ୍ୱାରା ଭାରତକୁ ଫେରିବା ସେମାନେ ପାଇଁ ବୁଦାପେଷ୍ଟକୁ ଯାତ୍ରା କରିଛନ୍ତି। ହଙ୍ଗେରୀରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି।

- Advertisement -

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories