www.samajalive.in
Thursday, December 11, 2025
27.1 C
Bhubaneswar

ସିଏନସି କଲେଜରେ ଶିଳ୍ପଦ୍ୟୋଗୀ ବିକାଶ ସମିତି ଗଠିତ

ବଲାଙ୍ଗିର: ବଲାଙ୍ଗିର ସିଏନ୍‌ସି କଲେଜ ପରିସରରେ ଶିଳ୍ପଦ୍ୟୋଗୀ ବିକାଶ ସମିତି ଗଠିତ ହୋଇଛି। ଏହାର ଉଦଘାଟନ କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ରବିଶଙ୍କର ପାଣ୍ଡିଆ, ବଲାଙ୍ଗିର ଓଭୋ ଫାର୍ମର ନିର୍ଦ୍ଦେଶକ ସୌମେନ୍ଦ୍ର ମିଶ୍ର ଅତିଥି ଭାବେ ଯୋଗଦେଥିଲେ। ଏହି ଅବସରରେ ସେମାନେ ଶିଳ୍ପଦ୍ୟୋଗର ବ୍ୟବସାୟିକ ଯୋଜନା ସଂପର୍କରେ ଆଲୋଚନା କରିଥିଲେ। ଏଥିରେ ସଫଳତା ପାଇବା ପାଇଁ ସ୍ଥିରତା, ଲକ୍ଷ୍ୟ ସହ ପରିଶ୍ରମ ଆଉ ନୂଆ ନୂଆ କୌଶଳ ଆପଣାଇବା ଉଚିତ ବୋଲି ସେମାନେ କହିଥିଲେ। ଏହି ଅବସରରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମଧ୍ୟ ଛାତ୍ରଛାତ୍ରୀ ଓ ଅତିଥିଙ୍କ ମଧ୍ୟରେ ହୋଇଥିଲା। କାର୍ଯ୍ୟକ୍ରମକୁ ସିଏନ୍ସିର ନିର୍ଦ୍ଦେଶକ ଆଶୁତୋଷ ପୁରୋହିତ ପରିଚାଳନା କରିଥିଲେ। ଶେଷରେ ଅନ୍ୟତମ ନିର୍ଦ୍ଦେଶକ ପ୍ରଦୀପ କୁମାର ସାହୁ ଧନ୍ୟବାଦ ଦେଇଥିଲେ।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories