www.samajalive.in
Saturday, December 13, 2025
26.1 C
Bhubaneswar

ପାଟଣା ୨୧ ନଂ ଜୋନରେ ବିଜେଡିର ପ୍ରଫୁଲ୍ଲ ଚନ୍ଦ୍ର ନାଏକ ବିଜୟୀ

ପାଟଣା: ପାଟଣା ବ୍ଲକ ୨୧ ନଂ ଜୋନ ରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ ଚନ୍ଦ୍ର ନାଏକ ବିଜୟୀ ହୋଇଛନ୍ତି। ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ସତ୍ୟବ୍ରତ ନାଏକଙ୍କୁ ପରାସ୍ତକରି ସେ ବିଜୟୀ ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ ବିଜେପି ପ୍ରାର୍ଥୀ ସତ୍ୟବ୍ରତ ଶାସକ ବିଜୁ ଜନତା ଦଳର ବିଧାୟକ ଜଗନ୍ନାଥ ନାଏକଙ୍କ ବଡ଼ ଭାଇ ଥିବାରୁ ବିଜେଡିର ଏଠାରେ ଏହି ବିଜୟକୁ ନେଇ ବିଜେଡି ଶିବିରରେ ଆନନ୍ଦର ଲହରୀ ଖେଳି ଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories