www.samajalive.in
Sunday, December 14, 2025
18.1 C
Bhubaneswar

ଚତୁର୍ଥ ଦିନରେ ଚାଲିଛି ରୁୁଷ ୟୁକ୍ରେନ ଯୁଦ୍ଧ, ପୁଣି ଆମେରିକା ରଖିଲା ପ୍ରତିକ୍ରିୟା

କିଭ୍‍: ଆଜି ବି ଚତୁର୍ଥ ଦିନରେ ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି । ୟୁକ୍ରେନ୍‍କୁ କବଜା କରିବାକୁ କିଭ୍‍ ଉପରେ ଜୋରଦାର ଆକ୍ରମଣ କରୁଛି ରୁଷ । ରୁଷର ଆକ୍ରମଣରେ ୟୁକ୍ରେନର ୬୪ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅନ୍ୟପକ୍ଷରେ ଆମେରିକା, ୟୁରୋପୀୟ ସଂଘ ଏବଂ ବ୍ରିଟେନ ଦ୍ୱାରା ରୁଷର ସେଣ୍ଟ୍ରାଲ ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଘଟଣାକୁ ନେଇ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ ପୁଣି ଥରେ ପ୍ରତିକ୍ରିୟା ରଖିଛନ୍ତି । ବିଡେନ କହିଛନ୍ତି ଆମର କେବଳ ଦୁଇଟି ବିକଳ୍ପ ଅଛି । ଗୋଟିଏ ହେଉଛି ସିଧାସଳଖ ରୁଷ ସହ ଲଢ଼େଉ କରିବା । ଯାହା ତୃତୀୟ ବିଶ୍ୱଯୁଦ୍ଧର ଆରମ୍ଭ ହେବ । ଦ୍ୱିତୀୟଟି ହେଉଛି ସୁନିଶ୍ଚିତ କରିବା ଯେ ଯେକୌଣସି ଦେଶ ଆନ୍ତର୍ଜାତୀୟ ନିୟମକୁ ଉଲ୍ଲଂଘନ କରେ ଏହାର ମୂଲ୍ୟ ଦେବାକୁ ପଡିବ ବୋଲି ବିଡେନ୍‍ ସିଧାସଳଖ କହିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories