www.samajalive.in
Saturday, December 13, 2025
26.1 C
Bhubaneswar

ଦେଶରେ ଆଉ ୧୦,୨୭୩ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ବି ଦେଶରେ ୧୫ ହଜାର ତଳେ ରହିଛି ଦୈନିକ କରୋନା ସଂକ୍ରମଣ । ଗୋଟିଏ ଦିନରେ ଆଉ ୧୦,୨୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ଆଉ ୨୦,୪୩୯ କରୋନା ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୨,୯୦,୯୨୧ ଆକ୍ରାନ୍ତ । ସେହିପରି ଗତ ୨୪ ଘଣ୍ଟାରେ ଆଉ ୨୪୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୧୩,୭୨୪ ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୧,୧୧,୪୭୨ ରହିଛି । ଦୈନିକ ପଜିଟିଭିଟି ହାର ୧.୦୦% କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories