www.samajalive.in
Sunday, December 14, 2025
15.1 C
Bhubaneswar

୨୨ନଂ ଜୋନରେ ବିଜେଡିର ସୌଭାଗ୍ୟ ମଞ୍ଜରୀ ବିଜୟୀ

ପାଟଣା : ପାଟଣା ବ୍ଲକ ୨୨ ନଂ ଜୋନରେ  ବିଜୁ ଜନତା ଦଳର ସୌଭାଗ୍ୟ ମଞ୍ଜରୀ ନାଏକ ୧୦ ହଜାର ୮୪୭ ଖଣ୍ଡ ଭୋଟ ପାଇ ୨୧୮୬ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ନିକଟତମ ପ୍ରତିଦ୍ୱନ୍ଦୀ ବିଜେପିର ଦଶମତୀ ଚାତାର ଙ୍କୁ ୮୬୬୧ ଖଣ୍ଡ ଭୋଟ ମିଳିଥିବା ବେଳେ କଂଗ୍ରେସ ପ୍ରାର୍ଥୀନୀ ଲକ୍ଷ୍ମୀପ୍ରିୟା ନାଏକଙ୍କୁ ୭୮୬ ଖଣ୍ଡ ଭୋଟ ମିଳିଥିବା ବେଳେ ୬୧୭ ଖଣ୍ଡ ଭୋଟ ନାକଚ ଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories