www.samajalive.in
Friday, December 12, 2025
15.1 C
Bhubaneswar

ଦେଶରେ ଆଉ ୮,୦୧୩ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ଦେଶରେ ୧୦ ହଜାର ତଳେ ରହିଛି ଦୈନିକ କରୋନା ସଂକ୍ରମଣ । ଗୋଟିଏ ଦିନରେ ଆଉ ୮,୦୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ଆଉ ୧୬,୭୬୫ କରୋନା ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୩,୦୭,୬୮୬ ଆକ୍ରାନ୍ତ । ସେହିପରି ଗତ ୨୪ ଘଣ୍ଟାରେ ଆଉ ୧୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୧୩,୮୪୩ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୧,୦୨,୬୦୧ ରହିଛି । ଦୈନିକ ପଜିଟିଭିଟି ହାର ୦.୨୪ଧ କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories