www.samajalive.in
Sunday, December 14, 2025
23.1 C
Bhubaneswar

ଏହି ବାସନରେ ଖାଦ୍ୟ ଖାଇବା ଦ୍ୱାରା ହୋଇଥାଏ ସ୍ମରଣ ଶକ୍ତି ବୃଦ୍ଧି

ରୂପାର  ବାସନରେ ଖାଦ୍ୟ ଖାଇବା ଦ୍ୱାରା ଉଭୟ ଶାରୀରିକ ଓ ମାନସିକ ବିକାଶ ହୋଇଥାଏ।
– ରୂପାର ବାସନରେ ଖାଦ୍ୟ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ କ୍ଷମତା ବଢିଥାଏ।
– ରୂପାର ଗ୍ଲାସରେ ପାଣି ପିଇବା ଦ୍ୱାରା ପିଲାଙ୍କ ଥଣ୍ଡା ଜନିତ ଓ ପିତ୍ତ  ସମସ୍ୟା ମଧ୍ୟ ଦୂର ହୋଇଥାଏ।
ରୂପାର ପାତ୍ରରେ ଯେକୌଣସି ପାନୀୟ ପିଇବା ଖୁବ ହିତକାରକ। ଏପରି କରିବା ଦ୍ୱାରା ପାନୀୟ ଦ୍ରବ୍ୟର – କୌଣସି କୁପ୍ରଭାବ ସ୍ୱାସ୍ଥ୍ୟ ଉପରେ ପଡ଼ିନଥାଏ।
– ଏହା ଏକ ପ୍ରକାର ଛଣା ଯନ୍ତ୍ର ଭଳି କାର୍ୟ୍ୟ କରିଥାଏ।
– ରୂପାର ବାସନରେ ଖାଦ୍ୟ ଖାଇବା ଦ୍ୱାରା ଦୃଷ୍ଟି ଶକ୍ତି ବୃଦ୍ଧି ପାଇଥାଏ।
– ସ୍ମରଣ ଶକ୍ତି ବୃଦ୍ଧି ହୋଇଥାଏ।
ମାଟି ପାତ୍ରରେ ପ୍ରସ୍ତୁତ ଖାଦ୍ୟ ଅଧିକ ପୁଷ୍ଟିଯୁକ୍ତ ହୋଇଥାଏ। ଏହି ଖାଦ୍ୟ ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ଦୂର ହୋଇଥାଏ। ମାନସିକ ଦୁଶ୍ଚିନ୍ତା ମଧ୍ୟ କମ ହୋଇଥାଏ।
ମାଟି ପାତ୍ରରେ ଖାଦ୍ୟ ପ୍ରସ୍ତୁତ ହେଲେ ତାହାକୁ ବାରମ୍ବାର ଗରମ କରିବାକୁ ପଡ଼ିନଥାଏ। ଏହାଛଡ଼ା ଖାଦ୍ୟକୁ ବାରମ୍ବାର ଗରମ କରିବା ଦ୍ୱାରା ଏଥିରେ ଥିବା ଭିଟାମିନ ସମ୍ପୂର୍ଣ୍ଣ ନଷ୍ଟ ହୋଇଥାଏ। ସେହି ଭୋଜନ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଅଟେ। କାରଣ ଏପରି ବହୁ ଖାଦ୍ୟପଦାର୍ଥ ରହିଛି ଯାହାକୁ ଗରମ କରିବା ଦ୍ୱାରା ତାହା ସ୍ୱାସ୍ଥ୍ୟ ପାଇଁ ବିଭିନ୍ନ ରୋଗ ସୃଷ୍ଟି କରିଥାଏ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories