www.samajalive.in
Saturday, December 13, 2025
26.1 C
Bhubaneswar

୨ନଂ ଜୋନରେ ବିଜେଡି ପ୍ରାର୍ଥୀଙ୍କ ବିପୁଳ ବିଜୟ

ଆଠଗଡ :  ଆଠଗଡ ବ୍ଲକର ୨ନଂ ଜୋନରେ ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀନୀ ମୀନତି ଗାଗରାଇ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ଜଣାପଡିଛି। ବିଜେଡି ପ୍ରାର୍ଥୀନୀ ମୀନତି ଗାଗରାଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ଦଳ ପ୍ରାର୍ଥୀନୀ ଚିନ୍ମୟୀ ପୂର୍ତ୍ତିଙ୍କୁ  ପରାସ୍ତ କରିଛନ୍ତି । ବିଜେଡିର ମୀନତି ୨୪୨୩୮ଖଣ୍ଡ ଭୋଟ ପାଇଥିବାବେଳେ ବିଜେପିର ଚିନ୍ମୟୀ ୭୬୨୧ଖଣ୍ଡ ଭୋଟ ଏବଂ କଂଗ୍ରେସ ପ୍ରାର୍ଥୀନୀ ରଞ୍ଜିତା ହେଁସା ୧୯୨୭ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ରହିଛନ୍ତି। ଏହି ଜୋନରେ ସର୍ବାଧିକ ୯୩୬ଖଣ୍ଡ ଭୋଟ ନାକଚ ହୋଇଥିବା ଭୋଟ ଗଣତି ବେଳେ ଜଣାପଡିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories