www.samajalive.in
Sunday, December 14, 2025
14.1 C
Bhubaneswar

ମଣିପୁର ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୮% ମତଦାନ

ଇମ୍ଫାଲ : ମଣିପୁର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ସୋମବାର ହୋଇଥିବା ଭୋଟରେ ୭୮.୦୩% ମତଦାନ ହୋଇଛି । ଏହି ପର୍ଯ୍ୟାୟରେ ରାଜ୍ୟର ୫ଟି ଜିଲାର ୩୮ ଆସନ ପାଇଁ ଭୋଟ ଗ୍ରହଣ ହୋଇଛି। ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ହୋଇଥିବା ମତଦାନ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଜଣେ ପୁଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତଲରୁ ଭୁଲବଶତଃ ଗୁଳି ଫୁଟି ତାଙ୍କର ମୃତ୍ୟୁ ହୋଇଛି। ଏହି ପର୍ଯ୍ୟାୟରେ ୧୭୩ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ୬୦ ଆସନ ବିଶିଷ୍ଟ ମଣିପୁର ବିଧାନସଭାର ଅବଶିଷ୍ଟ ୧୨ଟି ଆସନ ପାଇଁ ମାର୍ଚ୍ଚ ୫ରେ ଭୋଟ ଗ୍ରହଣ ହେବ। ମାର୍ଚ୍ଚ ୧୦ରେ ଭୋଟ ଗଣତି ହେବ।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories