www.samajalive.in
Sunday, December 14, 2025
16.1 C
Bhubaneswar

ଆଜି ଜାଗର ଉତ୍ସବମୁଖର ବାବା ଆଖଣ୍ଡଳଣିଙ୍କ ପୀଠ

ଆରଡି :  ଆଜି ପବିତ୍ର ମହାଶିବରାତ୍ରୀ , ଏଥିପାଇଁ ଉତ୍ସବମୁଖର ବାବା ଆଖଣ୍ଡଳମଣିଙ୍କ ପୀଠ। ସୋମବାର ଏକବାର ନୀତି ନିମନ୍ତେ ସମସ୍ତ ନୀତିକାନ୍ତି ନିର୍ଦ୍ଧାରିତ ସମୟରେ ସରିବା ପରେ ମଧ୍ୟାହ୍ନ ନୀତି, ଯୋଗିବେଶ, ବଡସିଂହାର ବେଶ ଅନୁଷ୍ଠିତ ହୋଇଥିଲା। ପରମ୍ପରା ଅନୁଯାୟୀ ମଣିବାବାଙ୍କ ପାଖରୁ ଆଜ୍ଞାମାଳ ଓ ନୂଆନେତ ଆସିବା ପରେ ସେବାୟତଙ୍କ ଦ୍ବାରା ମନ୍ଦିରଚୂଡାରେ ଲାଗି କରାଯାଇଥିଲା। ତାହା ସହିତ ନୂଆ ଚାନ୍ଦୁଆ ଗର୍ଭଗୃହରେ ଲାଗି କରାଯାଇଥିଲା। ଆଜି ମହାଶିବରାତ୍ରୀ ନୀତି ନିମନ୍ତେ ରାତ୍ର ୧ଟାରେ ସୁନାବେଶ ସମ୍ପନ୍ନ ହେବା ସହ ଭୋର ୫ଟାରେ ମନ୍ଦିର ଚୂଡାକୁ ମହାଦୀପ ଉଠିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଉଭୟ ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ସମ୍ପନ୍ନ ହୋଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories