www.samajalive.in
Sunday, December 14, 2025
14.1 C
Bhubaneswar

ୟୁକ୍ରେନ ଖାରକିଭରେ ବୋମାମାଡ, ଜଣେ ଭାରତୀୟ ଛାତ୍ର ମୃତ

ୟୁକ୍ରେନ ଉପରେ ରୁଷ ଆକ୍ରମଣ କରିବାର ଷଷ୍ଠ ଦିନରେ ଆଜି ଜଣେ ୨୧ ବର୍ଷୀୟ ଭାରତୀୟ ଛାତ୍ରର ମୃତ୍ୟୁ ଘଟିଛି। ସେ କର୍ଣ୍ଣାଟକର ଚଲ୍ଲାଗେରିର ଅଧିବାସୀ ସେଖରପ୍ପା ଜ୍ଞାନ ଗୌଦର ବୋଲି ଜଣାପଡିଛି। ବିଦେଶ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗୁଳିକାଣ୍ଡରେ ସମ୍ପୃକ୍ତ ଛାତ୍ରଙ୍କ ମୃତ୍ୟୁ ଘଟିଥିବା କୁହାଯାଇଛି। ମନ୍ତ୍ରାଳୟ ମୃତ ଛାତ୍ରଙ୍କ ପରିବାର ସହ ଯୋଗାଯୋଗରେ ରହିଥିବା ଜଣାପଡିଛି। ବିଦେଶ ମନ୍ତ୍ରାଳୟ ପକ୍ଷରୁ ଛାତ୍ରଙ୍କ ମୃତ୍ୟୁ ନେଇ ଦୁଃଖ ପ୍ରକାଶ କରାଯାଇଛି।

ଇତିମଧ୍ୟରେ ରୁଷ ଓ ୟୁକ୍ରେନର ରାଷ୍ଟ୍ରଦୂତଙ୍କୁ ବିଦେଶ ସଚିବ ତୁରନ୍ତ ଭାରତୀୟମାନଙ୍କ ପାଇଁ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ କହିଛନ୍ତି। ବିଶେଷ କରି ଖାରକିଭ ଅଂଚଳରେ ଥିବା ଭାରତୀୟ ନାଗରିକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି।

Hot this week

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

Related Articles

Popular Categories