www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରଦେଶ କଂଗ୍ରେସ ଭିନ୍ନକ୍ଷମ ପ୍ରକୋଷ୍ଠର ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକ ଓଡ଼ିଶା ପ୍ରଦେଶ କଂଗ୍ରେସ ଭିନ୍ନକ୍ଷମ ପ୍ରକୋଷ୍ଠର ଅଧ୍ୟକ୍ଷ ଭାବେ ଜିତେନ୍ଦ୍ର ବିଶ୍ୱାଳଙ୍କୁ ନିଯୁକ୍ତି ଦେଇଛନ୍ତି। ଜିତେନ୍ଦ୍ର ଆଗାମୀ ଦିନରେ ରାଜ୍ୟରେ ଥିବା ଭିନ୍ନକ୍ଷମ ବନ୍ଧୁମାନଙ୍କୁ ସଂଗଠିତ କରି କଂଗ୍ରେସ ଦଳ ମାଧ୍ୟମରେ ସେମାନଙ୍କର ବିଭିନ୍ନ ସମସ୍ୟାକୁ ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ବୋଲି ପିିସିସି ଉପସଭାପତି ଯଜ୍ଞେଶ୍ବର ବାବୁ ଏକ ପ୍ରେସ ବିଜ୍ଞପ୍ତିରେ କହିଛନ୍ତି।

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories