www.samajalive.in
Tuesday, December 9, 2025
23.1 C
Bhubaneswar

ୟୁପି : ଷଷ୍ଠ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ଷଷ୍ଠ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଚାଲିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାତ ଗୋରଖପୁରରେ ମତଦାନ କରିଛନ୍ତି । ବିଭିନ୍ନ ସ୍ଥାନରେ ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଛି । ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ  ଏହି ମତଦାନ ଚାଲିବ।

ଏହି ପର୍ଯ୍ୟାୟରେ ୧୦ଟି ଜିଳ୍ଲାର ୫୭ଟି ନିର୍ବାଚନ ମଣ୍ଡଳୀରେ ଭୋଟଗ୍ରହଣ ଚାଲିଛି। ସେହି ନିର୍ବାଚନମଣ୍ଡଳୀ ଗୁଡିକ ବଲିଆ, ବଳାରାମପୁର, ସିଦ୍ଧାର୍ଥ ନଗର,ବସ୍ତୀ,ସନ୍ଥକବୀର ନଗର,ଆମ୍ବେଦକର ନଗର, ହମାରାଜଗଞ୍ଜ, କୁଷିନଗର, ଖୋରଖପୁର ଓ ଦେଉରିଆ ଜିଲ୍ଳାରେ ରହିଛି। ମୋଟ ୬୭୬ଜଣ ପ୍ରାର୍ଥୀ ଏହି ପ୍ରତିଯୋଗିତାରେ ପ୍ରତିଦ୍ୱନ୍ଦିତା କରୁଛନ୍ତି। ସେମାନଙ୍କ ମଧ୍ୟରେ ୬୬ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ଇଲେକଟ୍ରୋନିକ୍ସ ଭୋଟିଂ ମେସିନ୍‍ଗୁଡିକ ସହିତ ଭିଭିପାଟଗୁଡିକୁ ବ୍ୟବହାର କରାଯାଉଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ଭୋଟଗ୍ରହଣ ସମୟରେ ସର୍ବାଧିକ ସୁରକ୍ଷା ବ୍ୟବସ୍ଥା ପ୍ରତି ଧ୍ୟାନ ଦେଉଛନ୍ତି ।
ଗୋଟିଏ ଭୋଟଗ୍ରହଣ କେନ୍ଦ୍ରରେ ସର୍ବାଧିକ ୧୨୫୦ଜଣ ମତଦାତା ଭୋଟ ଦେଇପାରିବେ। ପୂର୍ବରୁ ଗୋଟିଏ ଭୋଟଗ୍ରହଣ କେନ୍ଦ୍ରରେ ସାଧାରଣତଃ
୧୫ ଶହ ଭୋଟଦାତାଙ୍କ ଭୋଟଗ୍ରହଣ ବ୍ୟବସ୍ଥା କରାଯାଇଥିଲା।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories