www.samajalive.in
Monday, December 8, 2025
27.1 C
Bhubaneswar

ବିଜେଡ଼ିରେ ସାମିଲ ହେଲେ ସୋରଡ଼ା ନଗର କଂଗ୍ରେସ ସଭାପତି

ସୋରଡ଼ା : ଗଞ୍ଜାମ ଜିଲ୍ଲା ସୋରଡ଼ା ଏନଏସି ନିର୍ବାଚନ ପାଇଁ ଚଳଚଞ୍ଚଳ ଥିବା ବେଳେ ସୋରଡ଼ା ନଗର କଂଗ୍ରେସ ସଭାପତି ଜିତେନ୍ଦ୍ର କୁମାର ପାଣ୍ଡେ ଶୁକ୍ରବାର ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିତି ଆଦର୍ଶ ଓ ବିଧାୟକ ପୂର୍ଣ୍ଣିଚନ୍ଦ୍ର ସ୍ୱାଇଁଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ସେ ବିଜେଡ଼ିରେ ଯୋଗ ଦେଇଥିବା କହିଛନ୍ତି। ଜିତେନ୍ଦ୍ର ପାଣ୍ଡେ ଯୋଗ ଦେବା ପରେ ଦଳ ଆହୁରି ମଜଭୁତ ହୋଇଥିବା ନେଇ ସ୍ଥାନୀୟ ବିଜୁ ଜନତା କାର୍ଯ୍ୟାଳୟରେ ବିଧାୟକ ପ୍ରକାଶ କରିଛନ୍ତି।

Hot this week

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

Related Articles

Popular Categories