www.samajalive.in
Sunday, December 7, 2025
16.1 C
Bhubaneswar

ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ: ୩୦ ମୃତ, ୫୦ରୁ ଊର୍ଦ୍ଧ୍ବ ଆହତ

ଇସଲାମାବାଦ: ପାକିସ୍ତାନର ପେଶାୱର ସ୍ଥିତ ଏକ ମସ୍‌ଜିଦରେ ଶୁକ୍ରବାର ନମାଜ ପାଠ ସମୟରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଛି। ଏଥିରେ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଊର୍ଦ୍ଧ୍ବ ଆହତ ହୋଇଥିବା ଜଣାପଡ଼ିଛି। ପାକିସ୍ତାନର ଏକ ନ୍ୟୁଜ୍‌ ଚ୍ୟାନେଲ ଏନେଇ ସୂଚନା ଦେଇଛି।

ଆହତ ଲୋକଙ୍କୁ ଲେଡି ରିଡିଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ପୁଲିସ ସମ୍ପୃକ୍ତ ଅଞ୍ଚଳକୁ ଘେରା ବନ୍ଦୀ କରି ଖାନ ତଲାସ ଚଲାଇଛି। ଆହତଙ୍କ ମଧ୍ୟରେ ୧୦ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପେଶାୱରର ପୁରୁଣା ସହରରେ କୁଚା ରିସାଲଦାର ମସଜିଦରେ ଲୋକମାନେ ନମାଜ ପାଠ ପାଇଁ ଏକାଠି ହୋଇଥିବା ବେଳେ ଏହି ବିସ୍ଫୋରଣ ଘଟିଥିବା ପୁଲିସ କହିଛି।

- Advertisement -

 

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories