ବିଏମସି ପାଇଁ ୩୦ଜଣିଆ କର୍ପୋରେଟରଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ଏଥର କର୍ପୋରେଟର ଓ ମେୟର ପଦ ପାଇଁ ସିଧାସଳଖ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଭୋଟରମାନେ ଉଭୟ ପଦ ପାଇଁ ମତଦାନ ସାବ୍ୟସ୍ତ କରିବେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଜିଲା କଂଗ୍ରେସ ପକ୍ଷରୁ ଭୁବନେଶ୍ବର ମହାନଗର ନିଗମ(ବିଏମସି) ପାଇଁ ପ୍ରଥମ ପର୍ଯ୍ୟାୟରେ ୩୦ଜଣିଆ କର୍ପୋରେଟର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହା ପୂର୍ବରୁ କଂଗ୍ରେସ ପକ୍ଷରୁ ମେୟର ପଦ ପାଇଁ ମଧୁସ୍ମିତା ଆଚାର୍ଯ୍ୟଙ୍କ ନାମ ଘୋଷଣା କରାଯାଇଥିଲା।

prayash

ଭୁବନେଶ୍ବର: ଏଥର ଉଭୟ କର୍ପୋରେଟର ଓ ମେୟର ପଦ ପାଇଁ ସିଧାସଳଖ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଭୋଟରମାନେ ଉଭୟ ପଦ ପାଇଁ ମତଦାନ ସାବ୍ୟସ୍ତ କରିବେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଜିଲା କଂଗ୍ରେସ ପକ୍ଷରୁ ଭୁବନେଶ୍ବର ମହାନଗର ନିଗମ(ବିଏମସି) ପାଇଁ ପ୍ରଥମ ପର୍ଯ୍ୟାୟରେ ୩୦ଜଣିଆ କର୍ପୋରେଟର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହା ପୂର୍ବରୁ କଂଗ୍ରେସ ପକ୍ଷରୁ ମେୟର ପଦ ପାଇଁ ମଧୁସ୍ମିତା ଆଚାର୍ଯ୍ୟଙ୍କ ନାମ ଘୋଷଣା କରାଯାଇଥିଲା।

kalyan agarbati

Comments are closed.