www.samajalive.in
Monday, December 8, 2025
27.1 C
Bhubaneswar

ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର : ରାଜ୍ୟ ବିଧାନସଭା ପରିସରରେ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀ ପ୍ରମୁଖ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିଧାନସଭା କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ମଧ୍ୟ ଏଥିରେ ଯୋଗ ଦେଇଥିଲେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories