www.samajalive.in
Monday, December 8, 2025
17.1 C
Bhubaneswar

ପଞ୍ଚାୟତରାଜ ଦିବସ ,ବିଜୁବାବୁଙ୍କ ୧୦୬ ତମ ଜୟନ୍ତୀ ପାଳିତ

କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା କଲ୍ୟାଣି ମଣ୍ଡପ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜନ୍ମ ଦିବସ ଓ ପଞ୍ଚାୟତରାଜ ଦିବସ ପାଳନ କରାଯାଇଛି । ଏ ଅବସରରେ ନୂତନ ନିର୍ବାଚିତ ଜିଲାପରିଷଦ ସଭ୍ୟ ବି ୱାରା ପ୍ରସାଦ ରାଓ  ଉପସ୍ଥିତ ରହି ବିଜୁବାବୁଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ତାଙ୍କ ଉଦ୍ଦେଶ୍ୟରେ କିଛି ମତ ଦେଇଥିଲେ । ଏଥିରେ ବିଜେଡି ଦଳର ବ୍ଲକ ସଭାପତି ସୁନ୍ଦର ରାଓ ବାଗ, ବୃନ୍ଦାବନ ପାଢ଼ୀ, ଏମ ଧର୍ମେନ୍ଦ୍ର, କିଶୋର ଚନ୍ଦ୍ର ପାଢ଼ୀ, ପ୍ରତାପ ଚନ୍ଦ୍ର ତ୍ରିପାଠୀ,ରମାକାନ୍ତ ପରିଛା ସମେତ ଦଳୀୟ କର୍ମୀ ଓ ନେତା ଉପସ୍ଥିତ ରହିଥିଲେ  ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories