www.samajalive.in
Monday, December 8, 2025
20.1 C
Bhubaneswar

ପରିତ୍ୟକ୍ତ ଢାବାରୁ ଗଳିତ ଶବ ଉଦ୍ଧାର, ପୁଲିସର ଛାନଭିନ ଜାରି

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ଛକ ନିକଟରେ ଥିବା ଏକ ପରିତ୍ୟକ୍ତ ଢାଵା ରୁ ଏକ ଗଳିତ ଶବ ଉଦ୍ଧାର ହୋଇଛି । ବ୍ୟକ୍ତି ଜଣଙ୍କର ସପ୍ତାହେ ପୂର୍ବରୁ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି । ଘଟଣା ସ୍ଥଳରେ ଥାନା ସବ୍ ଇନ୍ସପେକ୍ଟର ବଳିଆ ବାରିକ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ପରିତ୍ୟକ୍ତ ଢାବାରୁ ପ୍ରବଳ ଦୁର୍ଗନ୍ଧ ବାହାରୁ ଥିବାରୁ ଶବ ଉଦ୍ଧାର କରିବାକୁ ସ୍ବତନ୍ତ୍ର ପୋଷାକ ପିନ୍ଧା ଉଦ୍ଧାରକାରୀ ଦଳଙ୍କୁ କେନ୍ଦୁଝରରୁ ଡକା ଯାଇଛି । ଘଟଣାର ତଦନ୍ତ କରାଯାଉଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories