www.samajalive.in
Tuesday, December 9, 2025
23.1 C
Bhubaneswar

ବିଏମସି ମେୟର ପଦ : ନାମାଙ୍କନ ପତ୍ର ଦାଖଲ କଲେ ସୁଲୋଚନା ଓ ସୁନୀତି

ଭୁବନେଶ୍ବର : ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ସୋମବାର ଭୁବନେଶ୍ବର ମହାନଗର ନିଗମ(ବିଏମସି) ପାଇଁ ବିଜେପି ଓ ବିଜେଡିର ମେୟର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେଡି ପକ୍ଷରୁ ସୁଲୋଚନା ଦାସ ନିଜ ସମର୍ଥକଙ୍କ ଗହଣରେ ଯାଇ ମନୋୟନ ପତ୍ର ଦାଖଲ କରିଥିଲେ।

ସେହିପରି ବିଜେପିର ମହାନଗର ନିଗମର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ  ଅତିରିକ୍ତ ଜିଲ୍ଲାପାଳ କାର୍ଯ୍ୟଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବାବୁ ସିଂହଙ୍କ ସମେତ ଅନ୍ୟାନ୍ୟ ଦଳୀୟ ନେତାଙ୍କ ସହ ଯାଇ ସେ ମନୋନୟନ ପତ୍ର ଦାଖଲ କରିଥିଲେ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories