www.samajalive.in
Monday, December 8, 2025
13.1 C
Bhubaneswar

ଓଡିଶାରେ କରୋନା ; ଆଉ ନୂଆ ୧୨୮ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୨୫,ସଙ୍ଗରୋଧରୁ ୭୫, ସ୍ଥାନୀୟ ୫୩। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୨୪୫କୁ ବୃଦ୍ଧି ପାଇଛି। ୧୨,୭୫,୯୮୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୧୧୦ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୪ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୪, ବାଲେଶ୍ୱର ୭, ବରଗଡ ୨, ଭଦ୍ରକ ୧, ବଲାଙ୍ଗୀର ୯, ବୌଦ୍ଧ ୧, କଟକ ୨, ଦେଓଗଡ ୧, ଢେଙ୍କାନାଳ ୧, ଗଜପତି ୧୮, ଗଞ୍ଜାମ ୩, ଜଗତସିଂହପୁର ୧, ଯାଜପୁର ୪, ଝାରସୁଗୁଡା ୩, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୧୬, କୋରାପୁଟ ୨, ମୟୁରଭଞ୍ଜ ୧୧, ନବରଙ୍ଗପୁର ୧୪, ନୂଆପଡା ୧, ସମ୍ବଲପୁର ୯, ସୁନ୍ଦରଗଡ ୧୨, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories